www.samajalive.in
Saturday, December 13, 2025
26.1 C
Bhubaneswar

୧୧ରେ ‘ଆୟୁଷ୍ମାନ ଭାରତ’, ବାଲିଯାତ୍ରା ପଡ଼ିଆରେ ଶୁଭାରମ୍ଭ କରିବେ ନଡ୍ଡା

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ୧୧ ତାରିଖରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ ହେବାକୁ ଯାଉଛି। କଟକ ବାଲିଯାତ୍ରା ପଡ଼ିଆରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।

ସୂଚନା ଅନୁସାରେ, ନଡ୍ଡା ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ଶୁକ୍ରବାର ଏନେି ସୂଚନା ଦେଇଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ୧୦ ତାରିଖ ରାତିରେ ସେ ଭୁବନେଶ୍ୱର ପହଞ୍ଚିବେ। ୧୧ ତାରିଖରେ ବାଲିଯାତ୍ରା ପଡ଼ିଆରେ ‘ଆୟୁଷ୍ମାନ ଭାରତ’ର ଶୁଭାରମ୍ଭ କରିବେ। ଏହାପରେ ସେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ଏପ୍ରିଲ ୧୨ ତାରିଖ ସନ୍ଧ୍ୟାରେ ନଡ୍ଡା ଦିଲ୍ଲୀ ଫେରିଯିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories