ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ କେତେକ ସ୍ଥାନରେ କାଳବୈଶାଖୀ କାରଣରୁ ପାରଦ ଖସିଛି। ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡିଶା ଓ ଦକ୍ଷିଣ ଓଡିଶାରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଶନିବାର ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରିରେ ଘଡଘଡି ସହ ବର୍ଷା ହେବା ସହ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରବିବାର ଗଞ୍ଜାମ, ଗଜପତି ଓ ରାୟଗଡାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

ଶ୍ରୀରାମନବମୀରେ ଦୁର୍ଲ୍ଲଭ ସଂଯୋଗ : ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ, ଚାକିରି, ରହିବନି ଚିନ୍ତା..

୫୦୦ରୁ କମ୍‌.. ଜାଣନ୍ତୁ, ୮୪ ଦିନ ପାଇଁ ଜିଓ,ଏୟାରଟେଲ୍‌, ଭୋଡାଫୋନ୍‌ ଆଇଡିଆର ଶସ୍ତା ରିଚାର୍ଜ ପ୍ଲାନ୍‌..

ଦେଖନ୍ତୁ ଭିଡିଓ ; ବିଶାଳକାୟ ଅହିରାଜ ସାପର ମୁଣ୍ଡକୁ ଆଉଁସିଲେ, ତା’ପରେ..

Comments are closed.