www.samajalive.in
Monday, December 15, 2025
16.1 C
Bhubaneswar

ଶ୍ରୀରାମ ଜନ୍ମ ନୀତି ; ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ : ରବିବାର ପବିତ୍ର ଶ୍ରୀରାମନବମୀ। ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ରାମନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ନୀତି ପାଳନ ହେବା ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶନିବାର ସୂଚନା ମିଳିଛି ।

ସୁନା କିଣିବେ କି? ପୁଣି କମିଲା ଦାମ୍‌, ଜାଣନ୍ତୁ କେତେ

ଶ୍ରୀରାମନବମୀରେ ଦୁର୍ଲ୍ଲଭ ସଂଯୋଗ : ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ, ଚାକିରି, ରହିବନି ଚିନ୍ତା..

- Advertisement -

୫୦୦ରୁ କମ୍‌.. ଜାଣନ୍ତୁ, ୮୪ ଦିନ ପାଇଁ ଜିଓ,ଏୟାରଟେଲ୍‌, ଭୋଡାଫୋନ୍‌ ଆଇଡିଆର ଶସ୍ତା ରିଚାର୍ଜ ପ୍ଲାନ୍‌..

ଦେଖନ୍ତୁ ଭିଡିଓ ; ବିଶାଳକାୟ ଅହିରାଜ ସାପର ମୁଣ୍ଡକୁ ଆଉଁସିଲେ, ତା’ପରେ..

 

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories