www.samajalive.in
Saturday, December 6, 2025
15.1 C
Bhubaneswar

ରାଜରାସ୍ତାରେ ଚାଷୀ

କେନ୍ଦୁଝର : କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକରେ ଚାଷୀ ରାସ୍ତାରୋକ କରିଛନ୍ତି। ସଡ଼କରେ କୁଇଣ୍ଟାଲ କୁଇଣ୍ଟାଲ ଧାନ ରଖି ଚାଷୀ ବସିଛନ୍ତି। ସୂଚନା ଅନୁଯାୟୀ,ପ୍ରକୃତ ଚାଷୀଙ୍କ ଠାରୁ ଧାନ କିଣା ନହୋଇ ଦଲାଙ୍କ ଠାରୁ ଧାନ କିଣା ହେଉଛି ବୋଲି ଏପରି ଅଭିଯୋଗ କରି ଚାଷୀମାନେ ଆନ୍ଦୋଳନରେ ବସିଛନ୍ତି। ଦୀର୍ଘ ସମୟ ଧରି ରାଜରାସ୍ତାରେ ଚାଷୀମାନେ ବସିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଯୋଗାଣ ବିଭାଗର ଅଧିକାରୀ ସେମାନଙ୍କ ନିକଟରେ ପହଞ୍ଚି ନଥିବା ଜଣାପଡ଼ିଛି। ଦାବି ପୂରଣ ନହେଲେ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଚାଷୀମାନେ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories