www.samajalive.in
Saturday, December 13, 2025
26.1 C
Bhubaneswar

ଷଣ୍ଢ ଆକ୍ରମଣରେ ଜଣେ ମୃତ

ଭବାନୀପାଟଣା: ସ୍ଥାନୀୟ ବାହାଦୁରବଗିଚା ପଡାରେ ଷଣ୍ଢ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ସେହି ପଡ଼ାର ଗଙ୍ଗାଧର ରାଉତ (୬୨) ବୋଲି ଜଣାପଡିଛି। କିଛିଦିନ ତଳେ ଆର୍ଟିଓ ଅଫିସ ଛକରେ ଷଣ୍ଢ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହେଇ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ସହରବାସୀଙ୍କୁ ଷଣ୍ଢଙ୍କ ଦୌରାତ୍ମ୍ୟରୁ ରକ୍ଷାକରିବା ସହିତ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦିଆଯିବାକୁ ସାଧାରଣରେ ଦାବି ହେଉଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories