www.samajalive.in
Tuesday, December 9, 2025
16.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ; ଏସବୁ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୋମବାର ସୃଷ୍ଟି ହୋଇଛି । ୮ ତାରିଖ ଯାଏଁ ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡକୁ ଗତି କରିବ । ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତି କରିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସେହିପରି ଆସନ୍ତା ୯ ତାରିଖ ଯାଏଁ ରାଜ୍ୟରେ ମେଘୁଆ ପାଗ ସହ କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୭ ତାରିଖରେ ମାଲକାନଗିରି, କୋରାପୁର ଓ ରାୟଗଡାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଥିବା ବେଳେ ୮ ରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କେତେକ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ କରିଛି ।

ଏପ୍ରିଲ ୭ରେ ଏକାଠି ହେଲେ ବୁଧ-ଶନି : ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାର ଦୂର ହେବ ରୋଗ,ଚିନ୍ତା..

ଦେଖନ୍ତୁ ଭିଡିଓ; ମହିଳାଙ୍କ ଜୁଗାଡ୍‌, ମାତ୍ର କିଛି ସେକେଣ୍ଡରେ ୧୦ କେଜି ଆଳୁରୁ କେମିତି ଚୋପା ଛଡାଇଲେ..

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories