www.samajalive.in
Saturday, December 6, 2025
14.1 C
Bhubaneswar

ପୋଲରେ ପିଟି ହୋଇ ଜଳିଗଲା କାର, ଡ୍ରାଇଭର ସୁରକ୍ଷିତ

ଅନୁଗୁଳ: ପୋଲ ବାଡ଼ାକୁ ପିଟିବା ପରେ ଜଳି ଗଲା କାର। ଏହି ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଜଳି ଯାଇଥିବାବେଳେ ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡ଼ିଛି।

ସଦର ଥାନା କୁଇଓ ନିକଟରେ ଥିବା ଏକ ପୋଲ ବାଡ଼ାରେ କାର ପିଟିହୋଇଥିଲା। କାରଟି ପୋଲ ବାଡ଼ାରେ ପିଟି ହେବା ପରେ ହୁତୁ ହୁତୁ ହୋଇ ଜଳିଯାଇଥିଲା। ତେବେ ଦୁର୍ଘଟଣା ପରେ ଜଳୁଥିବା କାରରୁ କୌଶଳକ୍ରମେ ସୁରକ୍ଷିତ ଭାବେ ଓହ୍ଲାଇ ପଡ଼ିବାରେ ଡ୍ରାଇଭର ସଫଳ ହୋଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories