www.samajalive.in
Monday, December 15, 2025
24.1 C
Bhubaneswar

ମାଳତିପାଟପୁରରେ ହୁତୁହୁତୁ ହୋଇ ଜଳିଲା ଟୁରିଷ୍ଟ ବସ୍‌; ଯାତ୍ରୀ ସୁରକ୍ଷିତ

ପୁରୀ : ହୁତୁହୁତୁ ହୋଇ ରାସ୍ତାରେ ଜଳିଗଲା ଟୁରିଷ୍ଟ ବସ୍‌ । ଏକ ବଡ ଧରଣର ଅଘଟଣରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଏକ ଅଘଟଣ ମଙ୍ଗଳବାର ପୁରୀ ମାଳତିପାଟପୁର ବସ୍‌ ଷ୍ଟାଣ୍ଡ ନିକଟରେ ଘଟିଛି । ରାସ୍ତାରେ ଛିଡା ହୋଇଥିବା ବେଳେ ହଠାତ୍‌ ବସ୍‌ରେ ନିଆଁ ଲାଗି ଯାଇଥିଲା । ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି । କେଉଁ କାରଣରୁ ବସ୍‌ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ । ଖବର ପାଇ ପୁଲିସ ଓ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି । ନିଆଁ ଲାଗିବା ପରେ ସମଗ୍ର ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା ।

ଏୟାରଟେଲ୍‌ର ସବୁଠାରୁ ଶସ୍ତା ପ୍ଲାନ୍‌ ; ମାତ୍ର ଏତିକି ଟଙ୍କାରେ ମିଳିବ ଡାଟା ଠାରୁ ଆରମ୍ଭ କରି ଅନେକ ସୁବିଧା

Hot this week

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

Related Articles

Popular Categories