www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍.. ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ଦୁର୍ଘଟଣା.. ମରାମତି ପରେ ଗନ୍ତବ୍ୟ ସ୍ଥଳକୁ ଯାଇଥିବା ସୂଚନା..

ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ହେବ ଧାଡି ଦର୍ଶନ ବ୍ୟବସ୍ଥା.. ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା..

- Advertisement -

ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷାଫଳ.. ଆଉ ୨ ଦିନ ମଧ୍ୟରେ ଶେଷ ହେବ ଖାତା ଦେଖା..

ସ୍ପଷ୍ଟ ଚିହ୍ନିତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର.. ଆଗାମୀ ୨୪ ଘଣ୍ଟା ଯାଏ ତୀବ୍ରତା ବଜାୟ ରଖିବ.. ପରବର୍ତ୍ତୀ ୨୪ ଘଣ୍ଟାରେ ଗତିର ଦିଗ ପରିବର୍ତ୍ତନ ସହ ଉତ୍ତର ପୂର୍ବ ଦିଗରେ ଗତି କରିବ.. ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଦୁର୍ବଳ ହେବ.. ଏହାର ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା..

ପୁଲିସ୍ ବାରାକ୍‌ରେ ଜୀବନ ହାରିଲେ ମହିଳା କନଷ୍ଟେବଳ.. ବାଲେଶ୍ଵର ପୁଲିସ୍ ବାରାକରୁ ଗୁରୁତର ଅବସ୍ଥାରେ ଉଦ୍ଧାର ମହିଳା କନଷ୍ଟେବଳଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ ଘୋଷଣା କଲେ ଡାକ୍ତର.. ପ୍ରେମଜନିତ କାରଣରୁ ଆତ୍ମହତ୍ୟା ସନ୍ଦେହ..

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories