www.samajalive.in
Saturday, December 13, 2025
26.1 C
Bhubaneswar

କେନ୍ଦ୍ର ସରକାର ଲାଗୁ କଲେ ୱାକଫ ସଂଶୋଧନ ଆଇନ

ନୂଆଦିଲ୍ଲୀ : କେନ୍ଦ୍ର ସରକାର ୱାକଫ ସଂଶୋଧନ ଆଇନ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛନ୍ତି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ନୂତନ ୱାକଫ୍ ଆଇନ ଆଜି ଅର୍ଥାତ୍ ମଙ୍ଗଳବାର  ୮ ଏପ୍ରିଲ୍, ୨୦୨୫ ଠାରୁ ଲାଗୁ ହେବ। ସଂସଦର ଉଭୟ ଗୃହରେ ୱାକଫ୍ ସଂଶୋଧନ ବିଲ୍ ଗୃହୀତ ହେବା ପରେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର (୫ ଏପ୍ରିଲ୍) ଏହାକୁ ଅନୁମୋଦନ କରିଥିଲେ। ଦେଶର ଅନେକ ରାଜ୍ୟରେ ନୂତନ ୱାକଫ ଆଇନ ବିରୋଧରେ ପ୍ରତିବାଦ ଚାଲିଥିବା ବେଳେ, କଂଗ୍ରେସ, ଏଆଇଏମଆଇଏମ ଏବଂ ଆମ ଆଦମୀ ପାର୍ଟି (ଆପ) ପୃଥକ ପୃଥକ ଆବେଦନ ସହିତ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories