www.samajalive.in
Thursday, December 11, 2025
26.1 C
Bhubaneswar

ବୃଦ୍ଧଙ୍କ ଉପରେ ଚଢ଼ିଗଲା ବସ, ପୁଲିସ ତଦନ୍ତ ଆରମ୍ଭ

ଆସିକା: ଶୌଚ ହେବା ପାଇଁ ଯାଉଥିବାବେଳେ ଜଣେ ବୃଦ୍ଧଙ୍କ ଉପରେ ଏକ ଘରୋଇ ବସ ଚଢ଼ି ଯାଇଥିଲା। ଫଳରେ ବୃଦ୍ଧଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇବା ପରେ ବସ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।

ମିଳିଥିବା ସୂଚନା ଅନୁଯାୟୀ କାଳଷଣ୍ଢପୁର ନିକଟରେ ଜଣେ ବୃଦ୍ଧ ଶୌଚ ପାଇଁ ଯାଉଥିବାବେଳେ ତାଙ୍କ ଉପରେ ଏକ ଘରୋଇ ବସ ଚଢ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିଲା ଏବଂ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ବସ ଡ୍ରାଇଭର ଫେରାର ହୋଇଯାଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ ସହ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories