www.samajalive.in
Sunday, December 7, 2025
16.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ବାଇକ୍‌ ଆରୋହୀ ମୃତ

ପାଟଣା: ଘଟଗାଁ ବ୍ଲକ ଅନ୍ତର୍ଗତ ତୋରାଣି ପୋଖରୀ ନିକଟରେ ମଙ୍ଗଳବାର ଅପରାହ୍ନରେ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏଥିସହ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଦୁର୍ଘଟଣାରେ ପୋଇପାଣି ଗ୍ରାମର ବାଣେଶ୍ୱର ବେହେରା(୩୦) ଓ ଲମ୍ବୋଦର ବେହେରା ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବା ବାଣେଶ୍ୱରଙ୍କୁ କଟକ ବଡ ଡାକ୍ତରଖାନା ନିଆଯାଉଥିବା ସମୟରେ ଆନନ୍ଦପୁର ନିକଟରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଲମ୍ବୋଦର ଏବେ କେନ୍ଦୁଝରରେ ଚିକିତ୍ସାଧୀନ ଅଛନ୍ତି। ଢେଙ୍କିକୋଟ ପୁଲିସ ଘଟଣାର ତଦନ୍ତ କରୁଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories