www.samajalive.in
Friday, December 12, 2025
27.1 C
Bhubaneswar

ପ୍ରଶାସନ ଜନସାଧାରଣଙ୍କ ପାଖରେ ପହଞ୍ଚିବା ସହ ସୁଶାସନ ଉପରେ ଗୁରୁତ୍ୱ ଦିଆଯିବ

ଜି ଉଦୟଗିରି : ଆଜି ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବେ ଶରତ କୁମାର ମଲ୍ଲିକ ଦାୟିତ୍ବ ଗ୍ରହଣ କରିଛନ୍ତି। ଆମ ପ୍ରତିନିଧିଙ୍କୁ ସାକ୍ଷାତରେ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ଯେ ଆଗାମୀ ଦିନରେ ପ୍ରଶାସନ ଜନସାଧାରଣଙ୍କ ପାଖରେ ପହଞ୍ଚିବା ସହ ସୁଶାସନର ବ୍ୟବସ୍ଥା ପ୍ରତି ଗୁରୁତ୍ବ ଦିଆଯିବ ବୋଲି ମତବ୍ୟକ୍ତ କରିଥିଲେ। ପୂର୍ବରୁ ଅବସ୍ଥାପିତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ବରଗଡ଼ ଜିଲ୍ଲା ରାଜବରା ସମ୍ବରକୁ ବଦଳି ହୋଇଥିବାବେଳେ ବର୍ତ୍ତମାନ ଅବସ୍ଥାପିତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକରୁ ବଦଳି ହୋଇଥିବା ଜଣାପଡ଼ିଛି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories