www.samajalive.in
Monday, December 8, 2025
27.1 C
Bhubaneswar

ଆଜି ମହାପ୍ରଭୁଙ୍କ ଦୟଣା ଚୋରି ନୀତି : ଦୁଇ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି

ପୁରୀ : ଚୈତ୍ର ମାସ ଶୁକ୍ଳ ପକ୍ଷ ତ୍ରୟୋଦଶୀ ତିଥିରେ ଆଜି ମହାପ୍ରଭୁଙ୍କ ଦୟଣା ଚୋରି ନୀତି ହେବ। ଏହି ନୀତି ଜଗନ୍ନାଥ ବଲ୍ଲଭରେ ସମ୍ପନ୍ନ କରାଯିବ। ଏଥିରେ ମହାପ୍ରଭୁ ଦୟଣା ଚୋରି କରିବେ। ଏହା ମହାପ୍ରଭୁଙ୍କ ଦ୍ବାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। ୧୧ ତାରିଖ ଅର୍ଥାତ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦମନକ ଚତୁର୍ଦଶୀ ନୀତି ହେବ। ଗୁରୁତ୍ବପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଚଳିତ ମାସ ୧୦ ଓ ୧୧ରେ ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories