www.samajalive.in
Saturday, December 6, 2025
23.1 C
Bhubaneswar

ସ୍ଵାମୀହନ୍ତାକୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା

ବଲାଙ୍ଗୀର: ସ୍ଵାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ ସଜ୍ଜା। ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଶୁଣାଇଲେ ବଲାଙ୍ଗୀର ଜିଲ୍ଲା ଜଜ୍। ବଲାଙ୍ଗୀର ଜିଲ୍ଲା ତୁଷୁରା ଥାନା ମହିପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଥିଲା। ପାରିବାରିକ କଳହକୁ କେନ୍ଦ୍ର କରି ସ୍ଵାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ କହଳ ସୃଷ୍ଟି ହୋଇଥିଲା। ସ୍ଵାମୀ ରାତିରେ ଶୋଇଥିବାବେଳେ ସ୍ତ୍ରୀ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିଲା।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories