www.samajalive.in
Sunday, December 7, 2025
14.1 C
Bhubaneswar

ସମ୍ବଲପୁରରେ ଆଜିଠୁ ସକାଳୁଆ ଅଫିସ: ସମୟ ସାରଣୀରେ ନାହିଁ ଲଞ୍ଚ ବ୍ରେକ୍

ସମ୍ବଲପୁର : ଜଳୁଛି ସାରା ଓଡିଶା।  ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢିବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ସମ୍ବଲପୁର ଜିଲ୍ଲାରେ ସକାଳୁଆ ଅଫିସ ଆରମ୍ଭ ହୋଇଛି। ଏ ନେଇ ନିର୍ଦେଶନାମା ଜାରି କରିଛନ୍ତି ସମ୍ବଲପୁର ଜିଲ୍ଲାପାଳ। ଆଜିଠୁ ସକାଳୁ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅଫିସ କାର୍ଯ୍ୟ ହେବ। ଏହି ସମୟ ମଧ୍ୟରେ କୌଣସି ଲଞ୍ଚ ବ୍ରେକ୍ ରହିବ ନାହିଁ ବୋଲି ନିର୍ଦେଶନାମାରେ ଉଲ୍ଲେଖ ରହିଛି। ମୁଣ୍ଡଫଟା ଖରାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories