www.samajalive.in
Sunday, December 14, 2025
26.1 C
Bhubaneswar

ମାଆ ବରୁଣାଇଁଙ୍କ ମନ୍ଦିରରୁ ଲୁଟ୍ : ସୁନା ଅଳଙ୍କାର ସହ ଦାନ ଟଙ୍କା ନେଇଗଲେ ଦୁର୍ବୁତ୍ତ

ଭଦ୍ରକ: ଭଦ୍ରକ ଜିଲ୍ଲା ଧୁଷୁରି ଥାନା ଅଧୀନ ବରୁଣେଇ ମନ୍ଦିରରୁ ଲୁଟ୍ ହୋଇଛି।  ସୁନା ଅଳଙ୍କାର ସହ ହୁଣ୍ଡି ଭାଙ୍ଗି ଟଙ୍କା ଲୁଟି ନେଇଛନ୍ତି ଦୁର୍ବୁତ୍ତ । ସୂଚନା ଅନୁଯାୟୀ ବୁଧବାର ରାତିରେ ପୂଜକ ମାଆଙ୍କର ସନ୍ଧ୍ୟା ଆଳତୀ କରିବା ପରେ ଘରକୁ ଯାଇତିଲେ। ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ କେହି ନଥିବାର ସୁଯୋଗ ନେଇ ମନ୍ଦିର ତାଲା ହାଣ୍ଡି ମାଆଙ୍କ ର ସୁନା ଅଳଙ୍କାର ଲୁଟି ନେଇଥିଲେ। ମାଆଙ୍କର ସୁନା ମୁକୁଟ, ସୁନା ହାର, ଆଖି ଏବଂ ହୁଣ୍ଡି ଭାଙ୍ଗି ଦାନ ଟଙ୍କା ଲୁଟି ନେଇ ଚମ୍ପଟ ମାରିଥିଲେ। ଆଜି ସକାଳୁ ପୂଜକ ମନ୍ଦିର ଗେଟ୍ ତାଲା ଭଙ୍ଗା ଯାଇ ଚୋରି ହୋଇଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories