www.samajalive.in
Sunday, December 14, 2025
26.1 C
Bhubaneswar

ଘରୋଇ ବିଶ୍ୱବିଦ୍ୟାଳୟର ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ

ଗୁଣପୁର : ହଷ୍ଟେଲ ଭିତରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି। ଘରୋଇ ବିଶ୍ୱବିଦ୍ୟାଳୟର ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଛାତ୍ର ଜଣକ ବିଟେକ୍‌ କମ୍ପ୍ୟୁଟର୍‌ ସାଇନ୍ସ ବିଭାଗର ୪ର୍ଥ ବର୍ଷ ଛାତ୍ର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଛାତ୍ରଙ୍କ ଘର କେନ୍ଦ୍ରାପଡା ରାଜନଗରର ସନ୍ଦିପ ଲେଙ୍କା। ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି।

ଦେଖନ୍ତୁ ଭିଡିଓ ; ବିଦ୍ୟୁତ୍‌ ତାର ଉପରେ ଘାସ ଖାଉଛି ଛେଳି

ଉଦୟ ହେଲେ ଶନି : ଜାଣନ୍ତୁ କେଉଁ ରାଶି ଉପରେ ପଡିବ କି ପ୍ରଭାବ, କାହାକୁ ମିଳିବ ଧନ, କାହାକୁ ମିଶ୍ରିତ ଫଳ

- Advertisement -

ପୁଣି ବଢିଲା ସୁନା ଦାମ୍‌; ଗ୍ରାମ୍‌ ପିଛା ଏତିକି ବୃଦ୍ଧି

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories