www.samajalive.in
Monday, December 15, 2025
15.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଭାରତରେ ପହଞ୍ଚିଲା ୨୬/୧୧ ମୁମ୍ବଇ ଆକ୍ରମଣର ମାଷ୍ଟର ମାଇଣ୍ଡ ତହବୁର ରାଣା.. ଆମେରିକାରୁ ସ୍ଵତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଅଣାଗଲା..

ବହୁ ଚର୍ଚ୍ଚିତ ଧଉଳୀ ହତ୍ୟାକାଣ୍ଡର ପର୍ଦ୍ଦାଫାସ.. ପ୍ରେମ ସମ୍ପର୍କରୁ ଯୁବତୀଙ୍କୁ ହତ୍ୟା କରିଥିଲା ସିକ୍ୟୁରିଟି ଗାର୍ଡ.. ଧଉଳି ଲିଙ୍ଗିପୁର ମେଳଣ ପଡ଼ିଆରୁ ଉଦ୍ଧାର ହୋଇଥିଲା ଯୁବତୀଙ୍କ ମୃତଦେହ.. ଜାନୁଆରୀ ୧୦ରେ ଖଣ୍ଡଗିରି ଥାନାରେ ଯୁବତୀଙ୍କ ନିଖୋଜ ନେଇ ଏତଲା ହୋଇଥିଲା.. ଜାନୁଆରୀ ୨୮ରେ ମୃତଦେହ ମିଳିଥିଲା ମୃତଦେହ..

- Advertisement -

ଗୁଣୁପୁରର ଏକ ଘରୋଇ ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ.. ମୃତ ଛାତ୍ର ଜଣକ ବିଟେକ୍‌ କମ୍ପ୍ୟୁଟର୍‌ ସାଇନ୍ସ ବିଭାଗର ୪ର୍ଥ ବର୍ଷ ଛାତ୍ର ସନ୍ଦିପ ଲେଙ୍କା ଏବଂ ଘର କେନ୍ଦ୍ରାପଡା ରାଜନଗରର ବୋଲି ଜଣାପଡ଼ିଛି..

୧୨୮ ବର୍ଷ ପରେ ୨୦୨୮ ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ.. ଅନୁଷ୍ଠିତ ହେବ ଟି-୨୦ ମ୍ୟାଚ, ଉଭୟ ପୁରୁଷ ଏବଂ ମହିଳା ବର୍ଗରେ ଭାଗନେବେ ୬ଟି ଲେଖାଏ ଟିମ..

କିଛି ଦିନ ହେବ ସୁନା ଦର କମିଥିବାବେଳେ ଆଜି ପୁଣି ବଢିଛି ଦାମ୍‌.. ପ୍ରାୟ ୨୭୦୦ ଟଙ୍କା ବୃଦ୍ଧି ପାଇଲା ସୁନା ଦାମ୍‌.. ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୩,୩୮୦ ଟଙ୍କା ଥିବାବେଳେ ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୮୫,୬୦୦ ଟଙ୍କା ହୋଇଛି..

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories