www.samajalive.in
Saturday, December 6, 2025
26.1 C
Bhubaneswar

ହେଲିକପ୍ଟର୍ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ

ନ୍ୟୁୟର୍କ : ମଝି ଆକାଶରେ ହେଲିକପ୍ଟର ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ହେଲିକପ୍ଟରଟି ନଦୀକୁ ଖସିପଡିଛି । ଦୁର୍ଘଟଣା ପରେ ମୃତକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାରକାରୀ ଦଳ ନଦୀ ଭିତରେ ସନ୍ଧାନ କରୁଛି । ସୂଚନା ଅନୁସାରେ ନ୍ୟୁୟର୍କ ସହରର ହଡସନ ନଦୀରେ ଏକ ପର‌୍ୟ୍ୟଟକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଇଲଟକୁ ମିଶାଇ ୬ ଜଣଙ୍କର ମୃତ୍ୟୁ ହୋଇଛି । ୫ ଜଣ ଗୋଟିଏ ପରିବାରର ବୋଲି ଜଣାପଡିଛି । ବାପା, ମା ଏବଂ ୩ ପିଲା ଥିବାବେଳେ ହେଲିକପ୍ଟରର ପାଇଲଟଙ୍କର ମଧ୍ୟ ମୃତ୍ୟୁ ହୋଇଛି ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories