www.samajalive.in
Saturday, December 13, 2025
21.1 C
Bhubaneswar

ଯୁବକଙ୍କୁ ହତ୍ୟା ଘଟଣାରେ ୭ ଅଭିଯୁକ୍ତ ଗିରଫ

ସମାଜ ଡିଜିଟାଲ ଡେସ୍କ: ସୁନ୍ଦରଗଡ଼ ଜିଲା ଛେଣ୍ଡ ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟା କରାଯିବା ଘଟଣାରେ ୭ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ପୁଲିସ ଅଭିଯୁକ୍ତମାନଭ୍କଠାରୁ ହତ୍ୟାରେ ବ୍ୟବହୃତ ଫାର୍ସାକୁ ବି ଜବତ କରିଛି। ସୂଚନା ଅନୁସାରେ, ଗତ ୯ ତାରିଖରେ ଛେଣ୍ଡରେ ମୁକେଶ କର ନାମକ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଘଟଣା ଦିନ ଦୁଇ ଗୋଷ୍ଠୀ ମଧ୍ୟରେ କୌଣସି କାରଣକୁ ନେଇ ଗଣ୍ଡଗୋଳ ଘଟିଥିଲା। ଗୋଟିଏ ଗୋଷ୍ଠୀର ଯୁବକମାନେ ମୁକେଶଙ୍କୁ ପିଟି ପିଟି ହତ୍ୟା କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଥିବା ଆଉ କେତେଜଣ ଅଭିଯୁକ୍ତ ଏବେ ଫେରାର ରହିଛନ୍ତି। ସେମାନଙ୍କୁ ଗିରଫ ପାଇଁ ଉଦ୍ୟମ ଚାଲିଛି ବୋଲି ପୁଲିସ କହିଛି।

Hot this week

ପୁଲିସ୍‌ ଏସ୍‌ଆଇ ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

Related Articles

Popular Categories