www.samajalive.in
Saturday, December 6, 2025
15.1 C
Bhubaneswar

ଚାରା ବୋଝେଇ ଟ୍ରକରୁ ୧୦ କୋଟିର ଗଞ୍ଜେଇ !

ଲମତାପୁଟ: ଥମୁନି ଗଞ୍ଜେଇ ଚୋରା ଚାଲାଣ। ଲମତାପୁଟ ପୁଡିଙ୍ଗ ଜଙ୍ଗଲରୁ ୧୦ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ସବୁ ରାଜସ୍ଥାନକୁ ଚାଲାଣ ହେଉଥିବାବେଳେ ରାସ୍ ଛକ ନିକଟରେ ପୁଲିସ୍ ହାତରେ ଧରାପଡିଛି। ଘଟଣାରେ ପୁଲିସ୍ ଡ୍ରାଇଭରକୁ ଜବତ କରିଛି। ଚାରା ଭିତରେ ୧ ଟନ୍‌ରୁ ଅଧିକ ଗଞ୍ଜେଇ ଚାଲାଣ ହେଉଥିଲା।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories