www.samajalive.in
Saturday, December 13, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ; ବିଚ୍‌ ରାସ୍ତାରେ ନାଚିଲେ ଯୁବତୀ, ଗାଡି ଅଟକାଇ ଦେଖିଲେ ଲୋକେ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା ଅନେକ ଭିଡିଓ ଆଶ୍ଚର୍ଯ୍ୟଚକିତ କରିବା ସହ ସଭିଁଙ୍କ ଧ୍ୟାନକୁ ମଧ୍ୟ ଆକର୍ଷିତ କରିଥାଏ । ନିକଟରେ ଏଭଳି ହିଁ ଏକ ଭିଡିଓ ଭାଇରାଲ୍‌ ହେଉଛି । ଭିଡିଓରେ ଛାତ୍ରୀଙ୍କ ନାଚ ଦେଖି ସଭିଏଁ କାବା ହୋଇଯାଇଛନ୍ତି ।


ଭିଡିଓରେ ଦେଖିପାରିବେ, ବିଚ୍‌ ରାସ୍ତାରେ ସ୍କୁଲ ପୋଷାକ ପିନ୍ଧିଥିବା ଜଣେ ଯୁବତୀ ଗାଡିମୋଟର ଯାତାୟାତ କରୁଥିବା ଗହଳି ଥିବା ରାସ୍ତାରେ ପ୍ରଥମେ ଛାତ୍ରୀ ଜଣକ ଶୋଇ ପଡୁଛନ୍ତି । ପୁଣି ତୁରନ୍ତ ଉଠି ନାଚିବାକୁ ଲାଗୁଛନ୍ତି । ଗାଡିମୋଟର ଚଳାଚଳ ସମୟରେ ରାସ୍ତାରେ ଏଭଳି କରିବା ଖୁବ୍‌ ବିପଦପୂର୍ଣ୍ଣ ଓ ଅଘଟଣ ଘଟିବାର ଅଧିକ ଆଶଙ୍କା ରହିଛି ବୋଲି ଲୋକେ ଭିଡିଓ ଦେଖି ନିଜର ପ୍ରତିକ୍ରିୟା ଦେଇ କହିଛନ୍ତି । ଯୁବତୀ ଜଣକ ନାଚିବା ସମୟରେ ହଠାତ୍‌ ଗାଡି ଅଟକାଇ ଲୋକେ ଏହା ଦେଖି ଆଶ୍ଚର୍ଯ୍ୟ ହୋଇ ଯାଉଛନ୍ତି ।

୩୦ ବର୍ଷ ପରେ ଶନିଙ୍କ ଓଲଟା ଚଳନ ; ଏହି ରାଶି ହେବେ ଭାଗ୍ୟବାନ୍‌, ମିଳିବ ଚାକିରି, ବଢିବ ଦରମା..

- Advertisement -

୧୦୦ ବର୍ଷ ପରେ.. ଏଥର ହନୁମାନ ଜୟନ୍ତୀରେ ଅଦ୍ଭୁତ ଓ ଦୁର୍ଲ୍ଲଭ ସଂଯୋଗ, ଏହି ରାଶି ହେବେ ମାଲାମାଲ୍‌, କିଣିବେ ଭୂମି, ହେବ ବିବାହ, ମିଳିବ ଚାକିରି, ରହିବନି ଚିନ୍ତା..

ବ୍ୟକ୍ତିଙ୍କୁ ରାତାରାତି କୋଟିପତି କଲା ଅଳିଆରେ ପଡିଥିବା ପାସ୍‌ବୁକ୍‌

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories