www.samajalive.in
Saturday, December 13, 2025
26.1 C
Bhubaneswar

ଆଲୁମିନିୟମ ଫଏଲ କାରଖାନାରେ ବିସ୍ଫୋରଣ, ୫ ମୃତ

ସମାଜ ଡିଜିଟାଲ ଡେସ୍କ: ମହାରାଷ୍ଟ୍ରର ନାଗପୁର ଅନ୍ତର୍ଗତ ଉମରର ଅଞ୍ଚଳରେ ଥିବା ଏକ ଆଲୁମିନିୟମ ଫଏଲ କାରଖାନାରେ ବିସ୍ଫୋରଣ ଘଟି ୫ ଜଣଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ରାତିରେ ଏମଏମପି ଆଲୁମିୟନ ଇଣ୍ଡଷ୍ଟ୍ରିଜରେ ଏହି ଅଘଟଣ ଘଟିଛି। ମୃତ କର୍ମଚାରୀମାନଙ୍କ ବୟସ ୨୦ରୁ ୨୫ ବର୍ଷ ମଧ୍ୟରେ ହେବ। ସେମାନଙ୍କ ଘର ନାଗପୁର ଜିଲାରେ। ଏହି ବିସ୍ଫୋରଣରେ ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ସମୟରେ ୮୭ ଜଣ କାରଖାନାରେ ଥିଲେ। ଅଗ୍ନିକାଣ୍ଡରୁ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories