www.samajalive.in
Sunday, December 7, 2025
14.1 C
Bhubaneswar

ବାପାକୁ ହାଣିଲା ନାବାଳକ ପୁଅ

ବାଲେଶ୍ୱର : ବାପାକୁ ହାଣିଲା ନାବାଳକ ପୁଅ। ପୁଅ ଆକ୍ରମଣରେ ବାପା କେଶବ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା ଶନିବାର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗାଁରେ ଘଟିଛି। ସ୍ୱାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବାଲେଶ୍ୱରରୁ କଟକ ସ୍ଥାନାନ୍ତର କରାଯାଇଛି। ପାରିବାରିକ କଳହରୁ ହାଣିଥିବା ସନ୍ଦେହ କରାଯାଉଛି । ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

୩୦ ବର୍ଷ ପରେ ଶନିଙ୍କ ଓଲଟା ଚଳନ ; ଏହି ରାଶି ହେବେ ଭାଗ୍ୟବାନ୍‌, ମିଳିବ ଚାକିରି, ବଢିବ ଦରମା..

ବ୍ୟକ୍ତିଙ୍କୁ ରାତାରାତି କୋଟିପତି କଲା ଅଳିଆରେ ପଡିଥିବା ପାସ୍‌ବୁକ୍‌

- Advertisement -

୧୦୦ ବର୍ଷ ପରେ.. ଏଥର ହନୁମାନ ଜୟନ୍ତୀରେ ଅଦ୍ଭୁତ ଓ ଦୁର୍ଲ୍ଲଭ ସଂଯୋଗ, ଏହି ରାଶି ହେବେ ମାଲାମାଲ୍‌, କିଣିବେ ଭୂମି, ହେବ ବିବାହ, ମିଳିବ ଚାକିରି, ରହିବନି ଚିନ୍ତା..

ଦେଖନ୍ତୁ ଭିଡିଓ; ବିଚ୍‌ ରାସ୍ତାରେ ନାଚିଲେ ଯୁବତୀ, ଗାଡି ଅଟକାଇ ଦେଖିଲେ ଲୋକେ

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories