www.samajalive.in
Saturday, December 13, 2025
26.1 C
Bhubaneswar

ଚାଞ୍ଚଲ୍ୟ; ବିଚ୍‌ ରାସ୍ତାରେ ଯୁବକଙ୍କୁ ହାଣି ହତ୍ୟା

ବଲାଙ୍ଗୀର : ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ହାଣି ଯୁବକଙ୍କୁ ହତ୍ୟା। ଏହି ନିର୍ମମ ହତ୍ୟାକାଣ୍ଡ ଶନିବାର ଚିମିନିଭାଟି ସ୍କୁଲ୍‌ ପାଖରେ ଘଟିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ମୃତଦେହ ନିକଟରେ ଏକ ବାଇକ୍‌ ପଡିଛି। ଟାଙ୍ଗିଆରେ ଆଣି ହତ୍ୟା କରି ହତ୍ୟାକାରୀ ଫେରାର ହୋଇଯାଇଛନ୍ତି।ଖବର ପାଇ ଟାଉନ ଥାନା ପୁଲିସ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

୩୦ ବର୍ଷ ପରେ ଶନିଙ୍କ ଓଲଟା ଚଳନ ; ଏହି ରାଶି ହେବେ ଭାଗ୍ୟବାନ୍‌, ମିଳିବ ଚାକିରି, ବଢିବ ଦରମା..

ମଧ୍ୟାହ୍ନ ଭୋଜନର ଚାଉଳ ହେରଫେର କରି ପ୍ରଧାନଶିକ୍ଷୟିତ୍ରୀ ନିଳମ୍ବିତ

- Advertisement -

ଦେଖନ୍ତୁ ଭିଡିଓ; ବିଚ୍‌ ରାସ୍ତାରେ ନାଚିଲେ ଯୁବତୀ, ଗାଡି ଅଟକାଇ ଦେଖିଲେ ଲୋକେ

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories