www.samajalive.in
Sunday, December 14, 2025
16.1 C
Bhubaneswar

ଦେଖନ୍ତୁ ଭିଡିଓ ; ଯୁବତୀଙ୍କୁ ସୁଟ୍‌କେଶ ଭିତରେ ଲୁଚାଇ ହଷ୍ଟେଲ୍‌ ଆଣିଲେ ପ୍ରେମିକ, ଆଉ ତା’ପରେ..

ନୂଆଦିଲ୍ଲୀ : ପ୍ରେମ ପାଇଁ ଅନେକ ଅଜବ ମାମଲା ସାମ୍ନାକୁ ଆସିଥାଏ । ଜଣେ ଯୁବକ ନିଜ ବାନ୍ଧବୀଙ୍କୁ ସୁଟ୍‌କେଶରେ ଲୁଚାଇ ହଷ୍ଟେଲ ଆଣିଥିଲେ । ଆଜ୍ଞା ହଁ କଥାଟା କାନକୁ ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ । ଏହି ଘଟଣା ଘଟିଛି ହରିୟାଣାର ସୋନୀପତ୍‌ରେ । ଘଟଣାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି ।


ପୁଅ ମାନେ ବାସ କରୁଥିବା ହଷ୍ଟେଲରେ ଯୁବତୀଙ୍କୁ ଆସିବା ମନା । ମାତ୍ର ଯୁବକ ଜଣକ ପ୍ରେମ ପାଇଁ ନିଜ ବାନ୍ଧବୀଙ୍କୁ ସୁଟ୍‌କେଶ ଭିତରେ ନେଇ ହଷ୍ଟେଲ ଭିତରକୁ ନେଇଥିଲେ । ମାତ୍ର ଧରାପଡିବା ପରେ ଘଟଣା ସାମ୍ନାକୁ ଆସିଥିଲା ।
ମିଳିଥିବା ସୂଚନାନୁଯାୟୀ, ଯୁବକ ଜଣକ ବାନ୍ଧବୀଙ୍କୁ ସୁଟ୍‌କେଶ ଭିତରେ ଲୁଚାଇ ନେବା ବେଳେ ଯୁବତୀଙ୍କ ପାଟି ଶୁଣାଯାଇଥିଲା । ସେହି ସମୟରେ ସିକ୍ୟୁରିଟି ଗାର୍ଡଙ୍କୁ ସନ୍ଦେହ ହେବାରୁ ସେ ତୁରନ୍ତ ସୁଟ୍‌କେଶର ଯାଞ୍ଚ କରିଥିଲେ । ଏହାପରେ ସବୁକିଛି ସାମ୍ନାକୁ ଆସିଥିଲା । ସୁଟ୍‌କେଶ ଖୋଲିବା ମାତ୍ରେ ସେଥିରେ ଜିନିଷ ବଦଳରେ ଥିଲେ ଯୁବତୀ । ଏହାଦେଖି ସେଠାରେ ସମସ୍ତେ କାବା ହୋଇ ଯାଇଥିଲେ । ଯୁବତୀଙ୍କୁ ତୁରନ୍ତ ସୁଟ୍‌କେଶରୁ ବାହାର କରାଯାଇଥିଲା ।
ଭିଡିଓରେ ଦେଖାଯାଉଛି, କିଛି ମହିଳା ସିକ୍ୟୁରିଟି ଗାର୍ଡ ହିଁ ସୁଟ୍‌କେଶ କୁ ଖୋଲୁଛନ୍ତି । ଭିଡିଓ ଦେଖି ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

୩୦ ବର୍ଷ ପରେ ଶନିଙ୍କ ଓଲଟା ଚଳନ ; ଏହି ରାଶି ହେବେ ଭାଗ୍ୟବାନ୍‌, ମିଳିବ ଚାକିରି, ବଢିବ ଦରମା..

- Advertisement -

କାମ କରୁନି ୟୁପିଆଇ, ଟଙ୍କା ନେଣଦେଣ ଠପ୍‌

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories