www.samajalive.in
Sunday, December 14, 2025
14.1 C
Bhubaneswar

ଗଞ୍ଜେଇ ବେପାର କରୁଥିଲେ ୩ ଆଇଆରବି ଯବାନ, ଚାକିରିରୁ ବହିଷ୍କୃତ

ଡେସ୍କ: ଭାରତୀୟ ରିଜର୍ଭ ପୁଲିସର ୩ ଜଣ ଯବାନଙ୍କୁ ଚାକିରିରୁ ବିଦା କରାଯାଇଛି। ସେହି ୩ ଜଣ ଯବାନ ଗଂଜେଇ କାରବାର ବନ୍ଦ କରିବା ପାଇଁ ପଦକ୍ଷେପ ନେବା ପରିବର୍ତ୍ତେ ଗଂଜେଇ ବେପାରୀମାନଙ୍କୁ ଗଂଜେଇ ଚାଲାଣରେ ସାହାଯ୍ୟ କରୁଥିଲେ। ଏଥିପାଇଁ ଗଂଜେଇ ବେପାରୀମାନେ ସେମାନଙ୍କୁ ମୋଟା ଅଙ୍କର ଅର୍ଥ ମଧ୍ୟ ଦେଉଥିଲେ। ଆଜି ପଞ୍ଚମ ବାଟାଲିୟନର କମାଣ୍ଡାଣ୍ଟ ସମ୍ପୃକ୍ତ ୩ ଜଣଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି।

ସୂଚନା ଅନୁଯାୟୀ, ଗଂଜେଇ କାରବାରରେ ଲିପ୍ତ ଥିବା ଅଭିଯୋଗରେ ଗତ ମାର୍ଚ୍ଚ ୨୫ ତାରିଖରେ ବୌଦ୍ଧ ଆରକ୍ଷୀ ଅଧିକ୍ଷକ ସମ୍ପୃକ୍ତ ୩ ଜଣ ଯବାନଙ୍କୁ କଣ୍ଟାମାଳ ତହସିଲ ଅନ୍ତର୍ଗତ ମନମୁଣ୍ଡା ପୁଲିସ ବାରାକରୁ ଗିରଫ କରିଥିଲେ। ସେମାନଙ୍କ ଠାରୁ ୧୫ କିଲୋଗ୍ରାମ ଗଂଜେଇ ଜବତ କରାଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories