www.samajalive.in
Saturday, December 13, 2025
26.1 C
Bhubaneswar

କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର, ଘଡ଼ଘଡ଼ି ସହ ନିର୍ଧୁମ ବର୍ଷା

ଭୁବନେଶ୍ୱର: ରାଜଧାନୀରେ ବଦଳିଲା ପାଗ, ଆକାଶରେ ଦେଖାଦେଲା କଳାହାଣ୍ଡିଆ ମେଘ। ଆକାଶରେ କଳାହାଣ୍ଡିଆ ମେଘ ସହ ଚାରିଆଡ଼େ ଝିପି ଝିପି ବର୍ଷା ଆରମ୍ଭ ହୋଇଛି। ରାଜଧାନୀର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ନିର୍ଧୁମ ବର୍ଷା ହେଉଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି।


ସେହିପରି କଟକ ସହରରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନ୍‌‌ ସିଟିରେ ଆସନ୍ତା ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱରର ବିଭିନ୍ନ ରାସ୍ତାଘାଟ ସମେତ ତଳିଆ ଅଞ୍ଚଳରେ ପ୍ରବଳ ପାଣି ଜମି ଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories