www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ କାଳବୈଶାଖୀ, ୧୭ ଯାଏଁ ଘଡ଼ଘଡ଼ି ସହ ବର୍ଷା

ଡେସ୍କ: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ତେଣୁ ତାପମାତ୍ରା ବୃଦ୍ଧି ପାଇବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ଶନିବାର ସନ୍ଧ୍ୟାରେ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ବର୍ଷା ହୋଇଯାଇଛି।

- Advertisement -


ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁଯାୟୀ, ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ନବରଙ୍ଗରପୁର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ସହ ଧୂଳିଝଡ଼ ଆଶଙ୍କା ଅଛି। ଅନ୍ୟପକ୍ଷରେ ଆଜି ଓ ୧୩, ୧୪, ୧୫ ତାରିଖରେ କାଳବୈଶାଖୀ ପ୍ରକୋପ ଅଧିକ ରହିବ। ୧୬ ଓ ୧୭ରେ କାଳବୈଶାଖୀ ପ୍ରକୋପ କମିଲେ ମଧ୍ୟ କେତେକ ସ୍ଥାନରେ ଜାରି ରହିବ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories