www.samajalive.in
Tuesday, December 9, 2025
17.1 C
Bhubaneswar

ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ

ବାରିପଦା : ରବିବାର ଶ୍ରୀପଞ୍ଚମୀ ଥିବାରୁ ବିଭିନ୍ନ ବିଦ୍ୟାଳୟ, କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନମାନଙ୍କରେ ଭୋଜିର ଆୟୋଜନ କରାଯାଇଥିଲା। ବାଲେଶ୍ୱରର ଏକ ପ୍ରାର୍ଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ପୂଜାରେ ଆୟୋଜିତ ଭୋଜି ଖାଇ ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ଭୋଜି ଖାଇବା ପରେ ହଠାତ ଜଣକ ପରେ ଜଣେ ଏପରି ୩୦ ରୁ ଉଦ୍ଧ୍ୱର୍ ଛାତ୍ରଛାତ୍ରୀଙ୍କ ଶରୀର ଅସୁସ୍ଥ ହୋଇପଡ଼ିଥିଲା। ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ସଙ୍ଗେ ସଙ୍ଗେ ବାରିପଦା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଡ଼ାକ୍ତର ଚିକିତ୍ସା ଜାରି ରଖିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories