www.samajalive.in
Sunday, December 14, 2025
15.1 C
Bhubaneswar

୬ ଜିଲ୍ଲାକୁ ୩ ଘଣ୍ଟା ପାଇଁ କାଳବୈଶାଖୀ ସତର୍କତା

ଡେସ୍କ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୬ଟି ଜିଲ୍ଲାକୁ ଆଜି ରାତି ୮.୩୦ ମିନିଟ ପର୍ଯ୍ୟନ୍ତ କାଳବୈଶାଖୀ ସତର୍କତା ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା ଓ ମୟୁରଭଞ୍ଜ। କାଳବୈଶାଖୀ ସମୟରେ ଘଂଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହାଛଡା ବିଜୁଳି ଘଡଘଡି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories