www.samajalive.in
Saturday, December 13, 2025
26.1 C
Bhubaneswar

ସାନ ଭାଇର ତୀର ମାଡ଼ରେ ବଡ଼ ଭାଇ ମୃତ

ବଣାଇ: ମହୁଲପଦା ଥାନା ଲୁଙ୍ଗା ଗାଁରେ ଅଭାବନୀୟ ଘଟଣା। ସାନ ଭାଇର ତୀର ମାଡ଼ରେ ବଡ଼ ଭାଇର ମୃତ୍ୟୁ ହୋଇଛି। ବଡ଼ ଭାଇର ମୃତ୍ୟୁ ପରେ ସାନ ଭାଇ ବିଷ ପିଇ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ସାନଭାଇକୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ମହୁଲପଦା ପୁଲିସ ଘଟଣାସ୍ଥଳ ପରିଦର୍ଶନ ସହ ତଦନ୍ତ ଆରମ୍ଭ କରିଛି।

 

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories