www.samajalive.in
Saturday, December 13, 2025
26.1 C
Bhubaneswar

ସାମାନ୍ୟ ବଚସାରୁ ସାଙ୍ଗକୁ ଟେଷ୍ଟରରେ ମରଣାନ୍ତକ ଆକ୍ରମଣ, ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର

ରାଉରକେଲା: ଜଣେ ଯୁବକ ତାର ସାଙ୍ଗକୁ ଟେଷ୍ଟରରେ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଉଦିତନଗର ଥାନା ମାଲଗୋଦାମରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ସାମାନ୍ୟ ବଚସାରୁ ନିଶାସକ୍ତ ଅବସ୍ଥାରେ ସାଙ୍ଗକୁ ଟେଷ୍ଟରରେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାକୁ ଉଦ୍ଧାର କରାଯାଇ ରାଉରକେଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ରାଉରକେଲା ହସ୍ପିଟାଲରେ ମୃତ୍ୟୁ ହୋଇଛି। ଅଭିଯୁକ୍ତ ଯୁବକକୁ ପୁଲିସ ଅଟକ ରଖିବା ସହ ପଚରାଉଚୁରା ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories