www.samajalive.in
Sunday, December 14, 2025
16.1 C
Bhubaneswar

ନିଆଁ ଲାଗି ଜଳିଗଲା ୧୦ ବଖରା ଘର

କାମାକ୍ଷାନଗର: ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ୧୦ ବଖରା ଘର। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସାରୁଆଳି ଗାଁ କୃଷ୍ଣପୁର ସାହିରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଖୁବ୍ କମ୍ ସମୟ ମଧ୍ୟରେ ଏହା ଚାରିଆଡକୁ ବ୍ୟାପି ଯାଇଥିଲା। ଅଗ୍ନିକାଣ୍ଡରେ ୪ ଟି ପରିବାରର ଲକ୍ଷାଧିକ ଟଙ୍କା ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ସର୍ଟ ସର୍କିଟ୍ ରୁ ନିଆଁ ଲାଗିଥିବା ଅନୁମାନ କରାଯାଉଥିବା ବେଳେ ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories