www.samajalive.in
Sunday, December 14, 2025
26.1 C
Bhubaneswar

ପୁଣି ଭୂକମ୍ପରେ ଥରିଲା ମ୍ୟାଁମାର

ସମାଜ ଡିଜିଟାଲ ଡେସ୍କ: ମ୍ୟାଁମାରରେ ପୁଣି ଥରେ ଭୂକମ୍ପ ଝଟକା ଲାଗିଛି। ଭୂମିକମ୍ପରେ ଥରିଛି ମ୍ୟାଁମାର। କେନ୍ଦ୍ରୀୟ ମ୍ୟାନ୍‌ମାରର ମେଇକତିଲା ସହର ନିକଟ​‌ରେ ରବିବାର ଏହି ଭୂକମ୍ପ ଅନୁଭୂତ ହୋଇଛି, ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୫.୭ ରହିଥିଲା। ଆମେରିକାର ଭୂତତ୍ଵ ସର୍ବେକ୍ଷେଣ(ୟୁଏସଜିଏସ) ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ମାଣ୍ଡାଲେ ଏବଂ ନ୍ୟାପିତ ମଧ୍ୟଭାଗ ଅଞ୍ଚଳର ଭୂକମ୍ପର କେନ୍ଦ୍ରସ୍ଥଳ ବୋଲି କୁହାଯାଇଛି।

ଗତ ମାର୍ଚ୍ଚ ୨୮ ତାରିଖରେ ଦେଶରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା। ଯେଉଁଥିରେ ବହୁ ବଡ଼ ବଡ଼ କୋଠା ଭୁଶୁଡ଼ି ଧୂଳିସାତ ହୋଇଯାଇଥିବାବେଳେ ୩୫୦୦ରୁ ଅଧିକ ନାଗରିକ ପ୍ରାଣ ହରାଇଥିଲେ। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ରହିଥିବା ୭.୭। ମାଣ୍ଡାଲେ, ନ୍ୟାପିତ, ମେଇକତିଲା ସମେତ ଅନେକ ସହର ଏହାଦ୍ଵାରା କ୍ଷତିଗ୍ରସ୍ତ ହୋଇଥିଲା। ବଡ଼ ବଡ଼ ସରକାରୀ କୋଠା ଭୁଶୁଡ଼ି ବହୁ ଧନଜୀବନ ହାନି ହୋଇଥିଲା।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories