www.samajalive.in
Saturday, December 13, 2025
26.1 C
Bhubaneswar

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଜବତ

ସମାଜ ଡିଜିଟାଲ ଡେସ୍କ: ପୁରୀ ଜିଲା ଅସ୍ତରଙ୍ଗ ଅନ୍ତର୍ଗତ ରାଇକଣାସ୍ଥିତ ବାସଗୃହରୁ ଜଣେ କନଷ୍ଟେବଳଙ୍କ ମୃତଦେହ ଜବତ ହୋଇଛି। ମୃତକ ହେଲେ ସନ୍ତୋଷ ସେଠୀ। ସେ ଅସ୍ତରଙ୍ଗ ନୂଆଗଡ଼ ସାମୁଦ୍ରିକ ଥାନାରେ କାର୍ଯ୍ୟରତ ଥିଲେ। ରବିବାର ତାଙ୍କ ଘର ଭିତରୁ ସନ୍ତୋଷଙ୍କ ଝୁଲନ୍ତା ମୃତଦେହ ମିଳିଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି। କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା ତାହା ଏଯାଏ ଜଣାପଡ଼ି ନାହିଁ। ତେବେ ପାରିପାରିକ କଳହରୁ ସେ ଏହି ପଦକ୍ଷେପ ନେଇଥିବା ସନ୍ଦେହ କରାଯାଉଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories