www.samajalive.in
Sunday, December 14, 2025
14.1 C
Bhubaneswar

ବନ୍ଦ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଟକ: କଟକ ବିଡାନାସୀ ଥାନା ଅନ୍ତର୍ଗତ ନୂଆସାହି ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଏକ ବନ୍ଦ ଘରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ।  ମିଳିଥିବା ସୂଚନା ଅନୁଯାୟୀ ଗତକାଲି ଅପରାହ୍ନରେ ଯୁବକ ଜଣକ ଖାଇସାରି ଶୋଇବାକୁ ଯାଇଥିଲେ। ହେଲେ ଦୀର୍ଘ ସମୟ ପର୍ଯ୍ୟନ୍ତ ଉଠିନଥିଲେ। ପରିବାର ଲୋକେ ଭିତର ପଟୁ କବାଟ ବନ୍ଦ ଥିବା ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ପହଞ୍ଚିବା ପରେ କବାଟ ଭାଙ୍ଗି ବନ୍ଦ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories