www.samajalive.in
Saturday, December 13, 2025
26.1 C
Bhubaneswar

ଦିନ ୧ଟା ମୁଖ୍ୟ ଖବର

ଆଜି ମହାବିଷୁବ ସଂକ୍ରାନ୍ତି, ଓଡିଆ ନବବର୍ଷ; ଶ୍ରୀମନ୍ଦିରରେ ପ୍ରଚଳନ ହେବ ନୂଆ ପଞ୍ଜିକା..

ରାଜ୍ୟର ସର୍ବାଙ୍ଗୀଣ ଉନ୍ନତି ପାଇଁ ସଂକଳ୍ପ ନେବାକୁ ଓଡ଼ିଆ ନୂଆବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ..

- Advertisement -

ପଣା ସଂକ୍ରାନ୍ତି ପାଇଁ ଓଡିଶାର ଘରେ ଘରେ ସ୍ଵତନ୍ତ୍ର ପୂଜାର୍ଚ୍ଚନ, ବିଭିନ୍ନ ମନ୍ଦିରରେ ପଣା ଭୋଗ ବିଧି..

ମହାବିଷୁବ, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ..

ବର୍ଷେ ପରେ ସୂର୍ଯ୍ୟଙ୍କ ମହାଚଳନ ; ଏହି ରାଶି ହେବେ ମାଲାମାଲ୍‌, ଜାଣନ୍ତୁ କାହାର ହେବ ଚାକିରି, ବିବାହ, ବଢିବ ଦରମା..

ଗଞ୍ଜାମ ତଥା ରାଜ୍ୟରେ ବିଭିନ୍ନ ସ୍ଥାନରେ ଚାଲିଥିବା ଦଣ୍ଡ ଯାତ୍ରାର ଆଜି ହେବ ସମାପନ..

ଆଜି ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍‌ ଆମ୍ବେଦକରଙ୍କ ଜୟନ୍ତୀ, ବାବା ସାହେବଙ୍କ ସ୍ମୃତିରେ ବିଭିନ୍ନ ସ୍ଥାନରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ..

ମାଲକାନଗିରି: ଜଙ୍ଗଲରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର, ଚାଲାଣଗୁଡ଼ା ପଞ୍ଚାୟତ ରେଙ୍ଗାବନ୍ଧ ଜଙ୍ଗଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ମୃତକଙ୍କ ପରିଚୟ ଅସ୍ପଷ୍ଟ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ..

ବେଲଜିୟମରେ ମେହୁଲ ଚୋକସି ଗିରଫ, ପିଏନବି ଘୋଟାଲା ମାମଲାରେ ଫେରାର ଥିଲା ମେହୁଲ ଚକୋସି, ଭାରତ ସରକାରଙ୍କ ଅପିଲ ପରେ ବେଲଜିୟମରେ ଗିରଫ..

ଦେଖନ୍ତୁ ଭିଡିଓ ; ଅଜଗର ସହ ନେଉଥିଲେ ସେଲଫି, ଆଉ ତା’ପରେ..

ବିଶ୍ୱପ୍ରସିଦ୍ଧ ଚନ୍ଦନେଶ୍ୱର ଚଡ଼କ ମେଳା: ପାଟପର୍ବରେ ୬ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାବେଶ, ଆଜି ଲାଗି ହେବ ପଣା..

ରାଉରକେଲା: ରାସ୍ତାକଡ଼ରେ ପଡ଼ିଛି ଅଜଣା ଯୁବକଙ୍କ ମୃତଦେହ, ବ୍ରାହ୍ମୁଣୀତରଙ୍ଗ ଥାନା ସାନପତରାପାଲି ରାସ୍ତାକଡ଼ରେ ମୃତଦେହ ପଡ଼ିଛି, ଯୁବକଙ୍କୁ କେହି ମାରି ଫିଙ୍ଗି ଦେଇଥିବା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ..

ଆଜି ଦିନିକିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ: ଘଟଗାଁ ମାଆ ତାରିଣୀଙ୍କୁ କରିବେ ଦର୍ଶନ..

କଟକ: କଟକ ବିଡାନାସୀ ଥାନା ନୂଆ ସାହି ଅଞ୍ଚଳରେ ଅଭାବନୀୟ ଘଟଣା: ବନ୍ଦ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର

ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ: ଘରେ ପଶି ହତ୍ୟା କରିବା ସହ ଗାଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ, ଓ୍ବର୍ଲି ପରିବହନ ବିଭାଗ ହ୍ୱାଟ୍ସଆପ୍‌କୁ ଆସିଲା ମେସେଜ୍..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories