www.samajalive.in
Sunday, December 14, 2025
23.1 C
Bhubaneswar

ଠାକୁର ଦର୍ଶନ ବେଳେ ଅଘଟଣ: ମହୁମାଛି ଆକ୍ରମଣରେ ୨୦ରୁ ଅଧିକ ଆହତ

ଗଜପତି: ଠାକୁର ଦର୍ଶନ ପାଇଁ ଯାଇଥିବାବେଳେ ଅଘଟଣ।  ଗଜପତି ଜିଲ୍ଲା ମୋହନ ଥାନା ଚନ୍ଦ୍ରଗିରି ଶିବ ମନ୍ଦିରରେ ଅଭାବନୀୟ ଘଟଣା ଘଟିଛି। ଆଜି ମହାବିଷୁବ ସଂକ୍ରାନ୍ତି ଥିବାରୁ କିଛି ଲୋକ ଚନ୍ଦ୍ରଗିରି ଶିବ ମନ୍ଦିରକୁ ଦର୍ଶନ ଲାଗି ଯାଇଥିଲେ। ଏତିକି ବେଳେ ମନ୍ଦିର ନିକଟରେ ଥିବା ଏକ ଗଛରୁ ଆସି ବାଘୁଆ ମହୁମାଛି ଭକ୍ତ ମାନଙ୍କୁ ଆକ୍ରମଣ କରିଥିଲେ। ମହୁମାଛି ଆକ୍ରମଣରେ ପ୍ରାୟ ୨୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି । ଗୁରୁତର ମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories