www.samajalive.in
Sunday, December 14, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ ; ଝଗଡା କଲେ ସ୍ୱାମୀ, ଛାତରୁ ଠେଲି ଦେଲେ ସ୍ତ୍ରୀ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଭାଇରାଲ୍‌ ହେଉଥିବା କିଛି ଭିଡିଓ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିଥାଏ। ନିକଟରେ ଭାଇରାଲ୍‌ ହେଉଥିବା ଏକ ଭିଡିଓ ଦେଖି ଲୋକେ କାବା ହୋଇଛନ୍ତି ।
ଭିଡିଓରେ ଦେଖାଯାଉଛି, ଜଣେ ଦମ୍ପତିଙ୍କ ମଧ୍ୟରେ ଛାତ ଉପରେ କୌଣସି କଥାକୁ ନେଇ ଯୁକ୍ତି-ତର୍କ ହେଉଛି । ବ୍ୟକ୍ତି ଜଣକ ବିନା କୌଣସି କାରଣରେ ନିଜ ସ୍ତ୍ରୀ ସହ ଝଗଡା କରୁଥିଲେ ବୋଲି କୁହାଯାଉଛି । ଝଗଡା ଧିରେ ଧିରେ ବଢିବା ପରେ ରାଗରେ ମହିଳା ଜଣକ ନିଜ ସ୍ୱାମୀକୁ ଛାତ ଉପରୁ ତଳକୁ ଧକ୍କା ଦେଇଥିଲେ।


ଏହି ସମସ୍ତ ଦୃଶ୍ୟକୁ ସେଠାରେ କେହି କଏଦ କରିବା ପରେ ଭିଡିଓଟି ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି । ବ୍ୟକ୍ତି ଜଣକ ଗୁରୁତର ଆହତ ହୋଇଛନ୍ତି କି ନାହିଁ ତାହାର କୌଣସି ସ୍ପଷ୍ଟତା ମିଳି ନାହିଁ । ଭିଡିଓ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଇଛନ୍ତି ।

ବର୍ଷେ ପରେ ସୂର୍ଯ୍ୟଙ୍କ ମହାଚଳନ ; ଏହି ରାଶି ହେବେ ମାଲାମାଲ୍‌, ଜାଣନ୍ତୁ କାହାର ହେବ ଚାକିରି, ବିବାହ, ବଢିବ ଦରମା..

- Advertisement -

ଦେଖନ୍ତୁ ଭିଡିଓ ; ଅଜଗର ସହ ନେଉଥିଲେ ସେଲଫି, ଆଉ ତା’ପରେ..

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories