www.samajalive.in
Monday, December 15, 2025
24.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା, ୩ ମୃତ

ସୁନ୍ଦରଗଡ଼଼: ରାମ ନବମୀ ଯାତ୍ରା ଦେଖି ଫେରିବାବେଳେ ଦୁର୍ଘଟଣା ଘଟି ୩ଜଣଙ୍କ ଜୀବନ ଯାଇଛି। ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀ ମୃତ୍ୟୁ ହୋଇଛି। ସୁନ୍ଦରଗଡ଼଼ ବଡ଼ ଗାଁ ଥାନା ମରିଚିମୁଣ୍ଡା ନିକଟରେ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ମୃତକ ବିରତୁଲା ଗାଁର ୩ ଏବଂ ବାଇକକୁ ଟ୍ରକ ଧକ୍କା ଦେଇଥିବା ଅନୁମାନ କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ସହ ତଦନ୍ତ ଆରମ୍ଭ କରିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories