www.samajalive.in
Sunday, December 14, 2025
26.1 C
Bhubaneswar

ପାଟୁଆ ଯାତ୍ରାରେ ଅଘଟଣ: ତଦନ୍ତ ନିର୍ଦେଶ ଦେଲେ ଭଦ୍ରକ ଜିଲ୍ଲାପାଳ

ଭଦ୍ରକ : ପାଟୁଆ ଯାତ୍ରାରେ ଅଘଟଣ ଘଟଣାରେ ତଦନ୍ତ ନିର୍ଦେଶ ଦେଲେ ଭଦ୍ରକ ଜିଲ୍ଲାପାଳ । ଜିଲ୍ଲାପାଳଙ୍କ ନିର୍ଦେଶ ପରେ ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ଵାରା ତଦନ୍ତ ଆରମ୍ଭ ହୋଇଛି। ସୂଚନା ଅନୁସାରେ ଗତକାଲି ତିହିଡି ବ୍ଲକର ନୂଆନନ୍ଦ ପଞ୍ଚାୟତରେ କଣ୍ଟି ମଙ୍ଗଳା ପାଟୁଆ ଶୋଭାଯାତ୍ରା ଚାଲିଥିବାବେଳେ ଏକ ବଡ ଅଘଟଣ ଘଟିଥିଲା। ପାଟୁଆ ଭକ୍ତଙ୍କ ଶୋଭାଯାତ୍ରାବେଳେ ଡିଜେ ଗାଡିରେ ଉଚ୍ଚ ଶକ୍ତି ସମ୍ପନ୍ନ ୧୧ କେଭି ବିଜୁଳି ତାର ସଂସ୍ପର୍ଶରେ ଆସିବା ଯୋଗୁଁ  ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଗୁରୁତର ହୋଇଥିଲେ। ଆହତଙ୍କ ମଧ୍ୟରେ ୩ ଜଣ ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନେ ଭଦ୍ରକ ମେଡିକାଲରେ ଚିକିତ୍ସିତ ହେଉଥିବା ନେଇ ସୂଚନା ମିଳିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories