www.samajalive.in
Sunday, December 14, 2025
23.1 C
Bhubaneswar

ଶ୍ରେଷ୍ଠ ଖେଳାଳି ତାଲିକା ଶୀର୍ଷରେ ଶ୍ରେୟସ ଆୟର, ଜିତିଲେ ‘ଆଇସିସି ମେନ୍ସ ପ୍ଳେୟାର’ ପୁରସ୍କାର

ଦୁବାଇ: ଭାରତର ଚାମ୍ପିଅନ୍ସ ଟ୍ରଫି ବିଜୟରେ ଚମତ୍କାର ଭୂମିକା ଗ୍ରହଣ କରିଥିବା ଷ୍ଟାଇଲିସ୍ ଭାରତୀୟ ବ୍ୟାଟ୍ସମ୍ୟାନ୍ ଶ୍ରେୟସ ଆୟର  ମାର୍ଚ୍ଚ ମାସ ପାଇଁ ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଛନ୍ତି।  କ୍ରିକେଟରେ ଶ୍ରେଷ୍ଠ ପ୍ରଦର୍ଶନ ସହ ଶୀର୍ଷରେ ରହିଥିବାରୁ ତାଙ୍କୁ  ମାର୍ଚ୍ଚ ମାସ ପାଇଁ ତାଙ୍କୁ  ‘ଆଇସିସି ମେନ୍ସ ପ୍ଳେୟାର’ ପୁରସ୍କାର ପ୍ରଦାନ କରାଯାଇଛି। ନ୍ୟୁଜିଲାଣ୍ଡର ଜାକବ ଡଫି ଏବଂ ରାଚିନ ରବିନ୍ଦ୍ରଙ୍କୁ  ପଛରେ ପକାଇ ଏକଦିବସୀୟ ଇଭେଣ୍ଟରେ ସର୍ବାଧିକ ୨୪୩ ରନ କରି  ଶ୍ରେୟସ ଆୟର  ଏହି ସମ୍ମାନ ଜିତିଛନ୍ତି।

ମାର୍ଚ୍ଚ ମାସ ପାଇଁ ‘ଆଇସିସି ମେନ୍ସ ପ୍ଳେୟାର’ ତଥା ମାସର ଶ୍ରେଷ୍ଠ ଖେଳାଳି ଭାବରେ ମନୋନୀତ ହେବା ମୋ ପାଇଁ ଗର୍ବର ବିଷୟ। ଏହି ମାନ୍ୟତା ଅତ୍ୟନ୍ତ ସ୍ୱତନ୍ତ୍ର, ବିଶେଷକରି ଏପରି ଏକ ମାସରେ ଯେଉଁଠାରେ ଆମେ ଆଇସିସି ଚାମ୍ପିଅନ୍ସ ଟ୍ରଫିରେ ବିଜୟ ଲାଭ କରିଛୁ। ଏଭଳି ଏକ ବିଶେଷ ମୁହୂର୍ତ୍ତକୁ ମୁଁ ସର୍ବଦା ପାଇଁ ପାଳନ କରିବି ଶ୍ରେୟସ ଆୟର କହିଛନ୍ତି।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories