www.samajalive.in
Sunday, December 14, 2025
23.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଖୁସି ଖବର.. ସୁଧମୁକ୍ତ ଋଣ ପ୍ରଦାନ ଅବଧି ବଢିଲା.. ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି.. ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ସୁଧ ଦେବାକୁ ପଡିବ ନାହିଁ.. ଏହି ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି କରାଯାଇଥିଲା.. ଆଜି ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷଗୁଡିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ରାଜ୍ୟରେ ନୂଆ ୨,୫୦୦ ଗୃହରକ୍ଷୀ ପଦବୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ..

- Advertisement -

ଶ୍ରେଷ୍ଠ ଖେଳାଳି ତାଲିକା ଶୀର୍ଷରେ ଶ୍ରେୟସ ଆୟର.. ମାର୍ଚ୍ଚ ମାସ ପାଇଁ ଜିତିଲେ ‘ଆଇସିସି ମେନ୍ସ ପ୍ଲେୟାର’ ପୁରସ୍କାର..

ଦୃଷ୍ଟିବାଧିତ ମାଆ କୋଳକୁ ଫେରିଲା ଶିଶୁ.. ବାଲେଶ୍ଵରରୁ ଉଦ୍ଧାର ହେଲା ଶିଶୁପୁତ୍ର.. ଭୁବନେଶ୍ଵର ରାମ ମନ୍ଦିର ସମ୍ମୁଖରୁ ଚୋରି ହୋଇଥିଲା ଶିଶୁ.. ତଦନ୍ତ ଜାରି ରହିଛି କହିଲେ ପୁଲିସ କମିଶନର..

ଆସନ୍ତା ୧୭ ତାରିଖରେ ଓଡିଶା ଆସିବେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ୍ ଗଡକରୀ.. କଟକରେ ମହତାବଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବେ, ବିଭିନ୍ନ ଏନଏଚ୍‌ଏଆଇ ପ୍ରକଳ୍ପର କରିବେ ସମୀକ୍ଷା..

 

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories