ଡେସ୍କ: ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଅନ୍ୟମାନଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଭିଯୋଗ ପତ୍ର ଦାଖଲ କରିଛି। ସ୍ବତନ୍ତ୍ର ବିଚାରପତି ବିଶାଲ ଗୋଗ୍ନେ ଚାର୍ଜସିଟ୍ ଯାଞ୍ଚ କରି ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୫କୁ ଧାର୍ଯ୍ୟ କରିଛନ୍ତି। ଅଭିଯୋଗ ପତ୍ରରେ କଂଗ୍ରେସ ନେତା ସାମ୍ ପିଟ୍ରୋଡା ଏବଂ ସୁମନ ଦୁବେଙ୍କୁ ମଧ୍ୟ ଅଭିଯୁକ୍ତ କରାଯାଇଛି।
Popular Categories



