www.samajalive.in
Saturday, December 6, 2025
19.1 C
Bhubaneswar

୨ ହାଡକୋର ମାଓବାଦୀ ନିପାତ, ଏକେ ୪୭ ଜବତ

ଛତିଶଗଡ଼଼: ଆଜି ସୁକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା ଏବଂ ଏଥିରେ ୨ଜଣ ହାଡକୋର ମାଓବାଦୀ ନିପାତ ହୋଇଛନ୍ତି ବୋଲି ବସ୍ତର ଆଇଜି ସୂଚନା ଦେଇଛନ୍ତି। ନାରାୟଣପୁର ସୀମାନ୍ତ କୋଡଗାଁରେ ମାଓବାଦୀ ଏବଂ ସୁରକ୍ଷାକର୍ମୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।

ଏହି ଗୁଳି ବିନିମୟ ସମୟରେ ୨ଜଣ ହାଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ସୁରକ୍ଷାକର୍ମୀମାନେ୨ଜଣ ହାଡକୋର ମାଓବାଦୀଙ୍କ ମୃତଦେହ ଉଦ୍ଧାର କରିଥିଲେ। ସୁରକ୍ଷାକର୍ମୀମାନଙ୍କ ପକ୍ଷରୁ ଗୁଳି ବିନିମୟ ସମୟରେ ଏହି ୨ ହାଡକୋର ମାଓବାଦୀ ବ୍ୟବହାର କରିଥିବା ଏକେ ୪୭ ଜବତ କରାଯାଇଛି ବୋଲି ବସ୍ତର ଆଇଜି ପ୍ରକାଶ କରିଛନ୍ତି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories