www.samajalive.in
Sunday, December 14, 2025
19.1 C
Bhubaneswar

ଟ୍ରାକ୍ଟରକୁ ଧକ୍କା ଦେଲା ସ୍କୁଲ ବସ

ଭୁବନେଶ୍ୱର: ରାସ୍ତାରେ ଥିବା ଏକ ଟ୍ରକ୍ଟରକୁ ସ୍କୁଲ ବସ ଧକ୍କା ଦେଇଛି। ଦୁର୍ଘଟଣାରେ ଟ୍ରାକ୍ଟର ଡାଲା ଛିଟିକି ପଡ଼ି ଚୁରମାର ହୋଇଛି। ପଟିଆ ଆରଟିଓ-୨ କାର୍ଯ୍ୟାଳୟ ଆଗରେ ଏହି ଦୁର୍ଘଟଣା ଘଟିଛି। ପିଲାଙ୍କୁ ଆଣିବାକୁ ଯିବାବେଳେ ସ୍କୁଲ ବସ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛିା।

ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଛି। ସ୍କୁଲ ବସରେ କୌଣସି ପିଲା ନ ଥିବାରୁ ଅଭିଭାବକମାନେ ଆଶ୍ୱସ୍ତି ପ୍ରକାଶ କରିଛନ୍ତି। ସ୍କୁଲ ବସ ଡ୍ରାଇଭର ନିଶାସକ୍ତ କିମ୍ବା ରାତି ଅନିଦ୍ରା ଥିଲେ ତାହା ଜାଣିବା ପାଇଁ ତଦନ୍ତ ଆରମ୍ଭ ହୋଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories