www.samajalive.in
Saturday, December 13, 2025
26.1 C
Bhubaneswar

ଯାତ୍ରା କଳାକାର ସଂଘର ଗୁରୁତ୍ଵପୂର୍ଣ୍ଣ ବୈଠକ

ଭୁବନେଶ୍ଵର:  ମାଲିକ ଏବଂ ଲେଖକ ସଂଘ ପରେ ଏବେ ଯାତ୍ରା କଳାକାର ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ରୁଦ୍ଧ ଦ୍ଵାର ବୈଠକରେ ଏକାଧିକ ପ୍ରସଙ୍ଗରେ ଆଲୋଚନା ଜାରି ରହିଛି । ନରି ପଣ୍ଡା, ପ୍ରତାପ ମହାନ୍ତି, ପୀୟୂଷ ଏବଂ ଦୟା ଙ୍କ ବିବାଦରେ ସଂଘ କଣ ପଦକ୍ଷେପ ନେବ, ସେ ନେଇ ବିଚାର ବିମର୍ଷ ଚାଲିଛି । ସଂଘ ସଭାପତି, ସମ୍ପାଦକ, ଯୁଗ୍ମ ସମ୍ପାଦକ ଏବଂ ବରିଷ୍ଠ କଳାକାର ପ୍ରମୁଖ ବୈଠକରେ ଉପସ୍ଥିତ ରହଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories