www.samajalive.in
Friday, December 12, 2025
15.1 C
Bhubaneswar

ଅର୍ପିତ ପ୍ୟାଲେସରେ ଭୟାବହ ଅଗ୍ନିକାଣ୍ଡ, ୧୭ ମୃତ

ନୂଆଦିଲ୍ଲୀ : ଦିଲ୍ଲୀର କରୋଲାବାଗରେ ଥିବା ହୋଟେଲ ଅର୍ପିତ ପ୍ୟାଲେସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ହୋଟେଲର ଚାରି ମହଲାରେ ମଙ୍ଗଳବାର ସକାଳେ ନିଆଁ ଲାଗିବା ଦ୍ବାରା ଘଟଣାସ୍ଥଳରେ ୧୭ ଜଣଙ୍କ ମୃତ୍ୟୁ ଘଟିଛି । ଜୀବନ ବଞ୍ଚାଇବା ପାଇଁ ଲୋକମାନେ ଚାରି ମହଲାରୁ ଡେଇଁ ପଡିଥିଲେ। ଏଥିରେ ୩୫ରୁ ଅଧିକ ଆହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ନିଆଁକୁ ଆୟତ କରିବାକୁ ୨୬ଟି ଦମକଳ ଗାଡି ନିୟୋଜିତ ହୋଇଛି । ଅଗ୍ନିକାଣ୍ଡର କାରଣ ଜଣାପଡିନଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ଆଶଙ୍କା କରାଯାଉଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories